ଆଫ୍ରିଦୀଙ୍କୁ ଧାୱନ କହିଲେ ଆଉ କେତେ ତଳକୁ ଖସିବ
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ତିକ୍ତତା ଶେଷ ସୀମାରେ ପଂହଚି ଯାଇଛି । ପାକିସ୍ତାନୀ କ୍ରିକେଟର ଶାହୀଦ ଆଫ୍ରିଦୀ ଏ ନେଇ ଅଯଥା ବୟାନ ଦେବାରେ ଲାଗିଛନ୍ତି । ଯାହାକୁ ନେଇ ଭାରତର ଶିଖର ଧାୱନ ତୀବ୍ର ପ୍ରତିକ୍ରିୟା ବ୍ୟକ୍ତ କରିଛନ୍ତି । ସେ…