ଭାରତ-ପାକିସ୍ତାନ ଯୁଦ୍ଧ ହେଲେ, କାହାକୁ ସମର୍ଥନ କରିବେ ଆମେରିକା, ଚୀନ୍?
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ଆଶଙ୍କା ରହିଛି । ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନକୁ ଦାୟୀ କରିଛି ଭାରତ । ତେବେ ଏହାକୁ ଖାରଜ କରିବା ସହ ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି ପାକିସ୍ତାନ । ତେବେ ପ୍ରଶ୍ନ ଉଠୁଛି, ଯଦି ଯୁଦ୍ଧ ହୁଏ,…