କୋହଲି, ରୋହିତଙ୍କୁ ପଛରେ ପକାଇଲେ ସୂର୍ଯ୍ୟକୂମାର
ମୁମ୍ବାଇ: ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଆଇପିଏଲରେ ଏକ ବଡ ଉପଲବ୍ଧି ହାସଲ କରିଛନ୍ତି । ଲକ୍ଷ୍ନୌ ସୁପର ଜ୍ୟାଂଟସ ବିପକ୍ଷ ମ୍ୟାଚରେ ସେ ଆଇପିଏଲ ଇତିହାସରେ ଦ୍ରୁତ ୪୦୦୦ ରନ କରିଛନ୍ତି । ସେ ୨୭୧୪ ବଲ ଖେଳି ଏହି ସଫଳତା ହାସଲ କରିଛନ୍ତି । ସେ ଭାରତର ରୋହିତ…