ଥାନାରେ ଗତ ୮ ମାସରେ ୧ ଲକ୍ଷ ୩୫ ହଜାର ମାମଲା ରୁଜୁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ଥାନାରେ ଗତ ଆଠ ମାସ ମଧ୍ୟରେ ମୋଟ ୧,୩୫,୦୭୪ଟି ମାମଲା ରୁଜୁ ହୋଇଛି।
କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି।ଗୃହ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…