ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ କରାଯାଇଛି। ଇ-ମେଲରେ ନବ ଦାସଙ୍କ ପତ୍ନୀ ସମୟ ମାଗିଛନ୍ତି। ଇ-ମେଲ ସହ ପୋଷ୍ଟାଲ୍ରେ ଚିଠି କରି ସେ ସମୟ ମାଗିଛନ୍ତି ଏବଂ ସ୍ୱାମୀ ନବ ଦାସଙ୍କ ହତ୍ୟାର ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ…