ରଙ୍ଗ ନୁହେଁ ୨୫ ବର୍ଷ ହେଲା ଫୁଲରେ ଚାଲିଛି ହୋଲି ସେଲିବ୍ରେସନ
କଟକ: ରଙ୍ଗର ପର୍ବ ହୋଲିରେ ଉତ୍ସବମୁଖର ଦିଲ୍ଲୀ ଠୁ ପଲ୍ଲୀ। କେଉଁଠୁ ଫୁଲ ତ ଆଉ କେଉଁଠି କାଦୁଅ, ଆଉ କେଉଁଠି ରଙ୍ଗର ଅବିର, ବିଭିନ୍ନ କେମିକାଲ ରଙ୍ଗରେ ଚାଲିଛି ହୋଲି ଖେଳ।
ହେଲେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଏ କୌଣସି ଉପାନ୍ତ ଅଞ୍ଚଳ କି ବିଦେଶ ନୁହେଁ, ଏ ହେଉଛି ଭାଇଚାରାର ସହର ସିଲଭର…