ଭାରତୀୟ ସିନେମାରେ ହୋଲିର ଛାପ…
ନୂଆଦିଲ୍ଲୀ: ଆଜି ରଙ୍ଗର ପର୍ବ ହୋଲି। ଗାଁ ଠୁ ସହର ସବୁଠି ଉତ୍ସବମୁଖର ପରିବେଶ। ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭକାମନା ଜଣାଉଛନ୍ତି ସମସ୍ତେ। ଛୋଟଠାରୁ ଆରମ୍ଭ କରି ବଡ ପର୍ଯ୍ୟନ୍ତ ସମସ୍ତେ ସମସ୍ତଙ୍କୁ ରଙ୍ଗବୋଳି ହୋଲିରେ ଶୁଭେଚ୍ଛା ଜଣାଉଛନ୍ତି।
ହୋଲିକୁ ନେଇ ତିଆରି ବହୁ ଗୀତ ଭାରତୀୟ…