ଦୋଳ ବିମାନ ଯିବା ସମୟରେ ଗୋଷ୍ଠୀ ସଂଘର୍ଷ, ମାରଣାସ୍ତ୍ରରେ ଆକ୍ରମଣ
କଟକ: ରଙ୍ଗର ପର୍ବ ହୋଲି ପାଇଁ ଚାରିଆଡେ ଉତ୍ସବର ମାହୋଲ ଥିବା ବେଳେ କଟକରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ଦୋଳ ବିମାନ ଯିବାବେଳେ ଏହି ମାରପିଟ୍ ହୋଇଛି। ଉତ୍ତମାପୁର-ସୁଭଦ୍ରାପୁର ମଧ୍ୟରେ ଗଣ୍ଡଗୋଳ ହୋଇଥିବା ଜଣାପଡିଛି।
ଦୋଳ ବିମାନ ଯିବା ସମୟରେ ଢେଲା ପଥର ମାଡରୁ ଦୁଇ…