Latest Odisha News

BREAKING NEWS

ଏହି ତେଲର ୨ ବୁନ୍ଦା ନାଭିରେ ପକାନ୍ତୁ, କେଶ ହେବ କଳା

ଭୁବନେଶ୍ବର: ନାଭି ହେଉଛି ଆମ ଶରୀରର କେନ୍ଦ୍ର ବିନ୍ଦୁ। ନାଭି ଆମ ଶରୀରର ସମସ୍ତ ଅଂଶ ସହିତ ଜଡିତ। ଏପରି ପରିସ୍ଥିତିରେ, ଆୟୁର୍ବେଦ ଅନୁସାରେ, ନାଭିରେ ତେଲ ଲଗେଇଲେ ସ୍ୱାସ୍ଥ୍ୟ ପାଇଁ ବହୁତ ଲାଭଦାୟକ ବୋଲି ବିବେଚନା କରାଯାଏ। ଆପଣ କ’ଣ ଜାଣନ୍ତି ଯେ ନାଭିରେ ତେଲ ଲଗାଇବା ଦ୍ୱାରା କେଶ ମଧ୍ୟ…

ପାଇଖାନା ଟାଙ୍କିରୁ ମିଳିଲା ମୃତଦେହ, ୭ ଦିନ ଧରି ନିଖୋଜ ଥିଲା ନାବାଳକ

ପୁରୀ: ଡେଲାଙ୍ଗ ଥାନା ସୂଜନପୁର ପଞ୍ଚାୟତ ଅନ୍ତର୍ଗତ ରତନପୁର ଗ୍ରାମର ନିଖୋଜ ୧୧ ବର୍ଷର ନାବାଳକ ଆଶୀର୍ବାଦ ସାହୁର ମିଳିଲା ମୃତଦେହ। ଗତ ୧୫ ତାରିଖ ସନ୍ଧ୍ୟାରୁ ଥିଲା ନିଖୋଜ। ତେବେ ଘର ପାଖ ପାଇଖାନା ଟାଙ୍କିରୁ ମୃତଦେହ ଉଦ୍ଧାର ହୋଇଛି। ଗଲା ୭ ଦିନ ଧରି ନିଖୋଜ ଥିଲା ରତନପୁର ଗାଁର…

ମହାପ୍ରଭୁଙ୍କର ପଇତାଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ବୈଶାଖ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ଅପରାହ୍‌ଣରେ ହେବ ‌ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମହାପ୍ରଭୁଙ୍କର ପଇତାଲାଗି ନୀତି ଅବସରରେ ୫ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ…

ଏହିସବୁ କ୍ୟାରିୟର ମୂଳାଙ୍କ ୧ ଥିବା ବ୍ୟକ୍ତିଙ୍କ ପାଇଁ ବେଷ୍ଟ…

ଭୁବନେଶ୍ବର:ଅଙ୍କ ଜ୍ୟୋତିଷରେ ଜନ୍ମ ତାରିଖ ନମ୍ବର ଆଧାରରେ ଗଣନା କରାଯାଏ । ୧ ରୁ ଆରମ୍ଭ କରି ୯ ପର୍ଯ୍ୟନ୍ତ ମୋଟ ୯ ମୂଳାଙ୍କ ରହିଥାଏ । ମୂଳାଙ୍କ ନଂ ବ୍ୟକ୍ତିଙ୍କ ବ୍ୟକ୍ତିତ୍ୱ ଓ ଭବିଷ୍ୟତ ଉପରେ ଗଭୀର ପ୍ରଭାବ ପକାଇଥାଏ । ଯେଉଁଥିରେ ବ୍ୟକ୍ତିର ଜନ୍ମ ତାରିଖ ବା ମୂଳାଙ୍କରୁ ଅତୀତ…

ନୂଆ ରାସନ କାର୍ଡ ବଣ୍ଟନ ପାଇଁ ଜୋରଦାର ପ୍ରସ୍ତୁତି: ପରିବାରର ସମସ୍ତ ସଦସ୍ୟଙ୍କର ଇ-କେୱାଇସି ବାଧ୍ୟତାମୂଳକ

କଟକ: ପିଡିଏସ ବ୍ୟବସ୍ଥାକୁ ଆହୁରି ସଶକ୍ତ କରିବା ପାଇଁ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ବଣ୍ଟନ ପାଇଁ ପ୍ରସ୍ତୁତି ଚଳାଇଛନ୍ତି ସରକାର। କଟକ ଜିଲ୍ଲା ପ୍ରଶାସନ ରବିବାର ଜଣାଇଛି ଯେ, ଆବେଦନକାରୀଙ୍କ ଯାଞ୍ଚ ଓ ସ୍ଥାନୀୟ ଅଞ୍ଚଳରେ ଭେରିଫିକେସନ ପରେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ନୂଆ…

୧୧ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ: ଆଗାମୀ ଦିନରେ ଆହୁରି ବଢ଼ିବ ପାରା!

ଭୁବନେଶ୍ୱର: ପ୍ରାକ୍-ମୌସୁମୀ ବର୍ଷା ପରେ କିଛି ଦିନର ଆରାମ ମିଳିଥିଲେ ମଧ୍ୟ, ଓଡ଼ିଶା ପୁଣି ଥରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଛନ୍ଦି ହୋଇଛି। ରବିବାର ରାଜ୍ୟର ଅନେକ ସହରରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରହିଥିଲା, ଯେଉଁଥିରେ ଝାରସୁଗୁଡ଼ା ସର୍ବାଧିକ ୪୩.୫ ଡିଗ୍ରୀ ସହ ରାଜ୍ୟରେ…

ବିଜେଡିର କାର୍ଯ୍ୟକାରିଣୀ ଘୋଷଣାରେ ବିଳମ୍ବ, ଅସନ୍ତୁଷ୍ଟଙ୍କ ଉପରେ ସମସ୍ତଙ୍କ ନଜର

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ସଭାପତି ଭାବେ ନବୀନ ପଟ୍ଟନାୟକ ନବମ ଥର ପାଇଁ ନିର୍ବାଚିତ ହୋଇଛନ୍ତି। ପ୍ରଥମ ଥର ପାଇଁ ନବୀନ ଦଳର ସଭାପତି ହୋଇଛନ୍ତି ଯେଉଁ ସମୟରେ ସେ କ୍ଷମତାରେ ଆଉ ନାହାନ୍ତି । ଏହାରି ଭିତରେ ବିଭିନ୍ନ କାରଣ ପାଇଁ ଦଳ ଆଭ୍ୟନ୍ତରୀରଣ କନ୍ଦଳର ସାମ୍ନା କରୁଛି । ତେଣୁ…

ଆଇଏଏସ ନିକୁଞ୍ଜ ଧଳଙ୍କ କେନ୍ଦ୍ରୀୟ ଡେପୁଟେସନ୍‌: ସିଏମଓରେ ବଡ଼ ପ୍ରଶାସନିକ ଅଦଳବଦଳ ଚର୍ଚ୍ଚା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ (ଏସିଏସ) ଭାବେ ନିୟୋଜିତଥିବା ବରିଷ୍ଠ ଆଇଏଏସ୍ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ହଠାତ୍ କେନ୍ଦ୍ରୀୟ ଡେପୁଟେସନ୍‌ ରାଜନୈତିକ ଓ ପ୍ରଶାସନିକ ମହଲରେ ଚର୍ଚ୍ଚାର ବିଷୟ ହୋଇଛି। ଶୁକ୍ରବାର ସରକାରୀ ସ୍ତରରେ ସ୍ପଷ୍ଟ ହୋଇଛି ଯେ…

ଦିଲ୍ଲୀ ହାଉଜଖାସ ମନ୍ଦିରରେ ଶ୍ରୀ ଜଗନ୍ନାଥ ପଞ୍ଚରାତ୍ର ଆୟୋଜନ

ନୂଆଦିଲ୍ଲୀ: ନୂଆଦିଲ୍ଲୀର ହାଉଜଖାସ ସ୍ଥିତ ଜଗନ୍ନାଥ ମନ୍ଦିରଠାରେ ମହାସମାରୋହରେ ଶ୍ରୀ ଜଗନ୍ନାଥ ପଞ୍ଚରାତ୍ରର ଶୁଭାରମ୍ଭ ହୋଇଛି। ଏପ୍ରିଲ ୧୮ ତାରିଖ ସନ୍ଧ୍ୟାରେ ଆରମ୍ଭ ହୋଇଥିବା ଏହି ଆଧ୍ୟାତ୍ମିକ ମହୋତ୍ସବ ଏପ୍ରିଲ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି। ପ୍ରଖ୍ଯାତ…

ସ୍ୱାବଲମ୍ବୀ ହେଉଛନ୍ତି ଗାଁର ଝିଅ: ‘ଲକ୍ଷପତି ଦିଦି’ ଯୋଜନାରେ ଓଡ଼ିଶାର ମହିଳାଙ୍କ ନୂଆ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଗ୍ରାମାଞ୍ଚଳରେ ସ୍ୱୟଂ ସହାୟକ ଗୋଷ୍ଠୀ (ଏସଏଚଜି)ର ମହିଳାମାନେ ‘ଲକ୍ଷପତି ଦିଦି’ ଯୋଜନା ଜରିଆରେ ସ୍ୱାବଲମ୍ବୀ ହେବାର ନୂଆ ଅଧ୍ୟାୟ ଲେଖୁଛନ୍ତି। ଓଡ଼ିଶା ସରକାର ଓ କେନ୍ଦ୍ର ସରକାରଙ୍କ ମିଳିତ ପ୍ରୟାସରେ ଓଡ଼ିଶା ଜୀବିକା ମିଶନ (ଓଏଲଏମ) ମାଧ୍ୟମରେ ଏହି କାର୍ଯ୍ୟକ୍ରମ…