ବଲାଙ୍ଗୀର ରାଜନୀତିରେ ତାତି! କଂଗ୍ରେସ ନେତାଙ୍କ ଫ୍ୟାକ୍ଟ୍ରି ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ବଲାଙ୍ଗୀର: କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଧର୍ମେନ୍ଦ୍ର ପ୍ରଧାନଙ୍କ ବଲାଙ୍ଗୀର ଗସ୍ତ ରାଜନୈତିକ ମହଲରେ ନୂଆ ଚର୍ଚ୍ଚାକୁ ଜନ୍ମ ଦେଇଛି। ରବିବାର ସେ ବଲାଙ୍ଗୀରର ପୂର୍ବତନ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଘରେ ପହଞ୍ଚିଥିଲେ।…