ଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ହୋଲି ସ୍ପେଶାଲ୍ ଟ୍ରେନ
ଭୁବନେଶ୍ୱର: ହୋଲି ପର୍ବ ସମୟରେ ବର୍ଦ୍ଧିତ ଯାତ୍ରୀ ଚାହିଦାକୁ ପୂରଣ କରିବା ପାଇଁ ପୂର୍ବତଟ ରେଳପଥ ପ୍ରମୁଖ ସ୍ଥାନଗୁଡ଼ିକୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନେଇଛି। ଏହି ସ୍ୱତନ୍ତ୍ର ଟ୍ରେନଗୁଡ଼ିକ ଯାତ୍ରୀମାନଙ୍କ ପାଇଁ ଅତିରିକ୍ତ ଯାତ୍ରା ବିକଳ୍ପ ପ୍ରଦାନ କରିବ ଏବଂ ନିୟମିତ…