ଗୋପବନ୍ଧୁ ଓ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଯ୍ୟକାରିତା ନେଇ ଅସନ୍ତୋଷ, ବ୍ୟବସ୍ଥାରେ ପରିବର୍ତ୍ତନ…
ଭୁବନେଶ୍ୱର: ଇଣ୍ଡିଆନ୍ ମେଡିକାଲ ଆସୋସିଏସନ, ଭୁବନେଶ୍ୱର ସଭାଗୃହରେ ଓଡ଼ିଶାର ଘରୋଇ ଓ କର୍ପୋରେଟ ଡାକ୍ତରଖାନାର ସିଇଓଙ୍କ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଗୋପବନ୍ଧୁ ଓ ଆୟୁଷ୍ମାନ ଭାରତ ଯୋଜନାର କାର୍ଯ୍ୟକାରିତା ନେଇ ଗଭୀର ଉଦବେଗ ପ୍ରକାଶ ପାଇଛି।
ଘରୋଇ ହସ୍ପିଟାଲ…