Bomb Threat: ଶ୍ରୀମନ୍ଦିରକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୁରୀ: ଶ୍ରୀମନ୍ଦିରକୁ ବୋମାରେ ଉଡାଇ ଦେବାକୁ ଧମକ। ସୋସିଆଲ ମିଡିଆରେ ଆସିଛି ଧମକପୂର୍ଣ୍ଣ ମେସେଜ୍। ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଧମକପୂର୍ଣ୍ଣ ମେସେଜ୍ ରହିଥିବା ଦେଖିବାକୁ ମିଳିଛି ।!--StartFragment>…