Latest Odisha News

BREAKING NEWS

NEET UG 2026 ଫଳ ପ୍ରକାଶ: ଦେଶରେ ୧୧.୨୧ ଲକ୍ଷ ପରୀକ୍ଷାର୍ଥୀ ସଫଳ, ପୁଅଙ୍କୁ ପଛରେ ଛାଡିଲେ ଝିଅ…

ନୂଆଦିଲ୍ଲୀ: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଗୁରୁବାର NEET UG 2026 ପୁନଃପରୀକ୍ଷାର ଫଳାଫଳ ପ୍ରକାଶ କରିଛି। ଚଳିତ ବର୍ଷ ୧୧.୨୧ ଲକ୍ଷ ପରୀକ୍ଷାର୍ଥୀ ଯୋଗ୍ୟତା ହାସଲ କରିଛନ୍ତି। ଏହି ଯୋଗ୍ୟ ପ୍ରାର୍ଥୀମାନେ MBBS, BDS, AYUSH ଏବଂ ଅନ୍ୟାନ୍ୟ ସ୍ନାତକସ୍ତରୀୟ ମେଡିକାଲ କୋର୍ସରେ…

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ; ଆହୁରି ୨ ଦିନ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଜି ବି ରାଜ୍ୟରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଜନଜୀବନ ଅସ୍ତ ବ୍ୟସ୍ତ। ଆସନ୍ତା ଦୁଇ ଦିନ ଯାଏ ରାଜ୍ୟରେ ବର୍ଷା ଜାରି ରହିବ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ…

ଜୁଲାଇ ୧୯ରେ ଅବସର ନେଇପାରନ୍ତି ରୋହିତ !

ନୂଆଦିଲ୍ଲୀ: ରୋହିତ ଶର୍ମାଙ୍କ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବା ସ୍ୱପ୍ନ ସାକାର ହୋଇ ନ ପାରେ । ଲର୍ଡସରେ ଜୁଲାଇ ୧୯ରେ ଖେଳାଯିବାକୁ ଥିବା ଦିିନିକିଆ ମ୍ୟାଚ ଅବସରରେ ସେ ଅବସର ନେଇପାରନ୍ତି ବୋଲି ମଧ୍ୟ ରିପୋର୍ଟ ପ୍ରକାଶ ପାଇଛି । ଅବଶ୍ୟ ବିସିସିଆଇ କିମ୍ବା ରୋହିତଙ୍କ ପକ୍ଷରୁ ଏ ନେଇ…

ଜଗନ୍ନାଥ ମହାପ୍ରଭୁଙ୍କ ଟାହିଆ ଖୋଲିଯିବା ପ୍ରସଙ୍ଗ: ପ୍ରତିକ୍ରିୟା ରଖିଲେ ରାମକୃଷ୍ଣ ଦାସମହାପାତ୍ର

ପୁରୀ: ପହଣ୍ଡି ସମୟରେ ଅଧା ବାଟରୁ ମହାପ୍ରଭୁଙ୍କ ଟାହିଆ ଖୋଲିବା ପ୍ରସଙ୍ଗ । ପ୍ରତିକ୍ରିୟା ରଖିଲେ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର । ସେ କହିଛନ୍ତି ଯେ, ବର୍ଷା ଯୋଗୁଁ ଟାହିଆର ଓଜନ ଆହୁରି ବଢ଼ି ଯାଇଥିଲା । ତେଣୁ ଏହାକୁ ଖୋଲି ଦିଆଯାଇଥିଲା ବୋଲି ସେ କହିଛନ୍ତି ।…

ସଚିନଙ୍କ ଆଉ ଏକ ରେକର୍ଡକୁ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ: ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଗୋଟିଏ ପରେ ଗୋଟିଏ କୀର୍ତିମାନ ସ୍ଥ୍‌ାପନ କରିବାରେ ଲାଗିଛନ୍ତି । ସେ ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ କେତେକ ରେକର୍ଡ ଧ୍ୱସ୍ତ କରିଦେଇଛନ୍ତି । ଇଂଲଣ୍ଡ ବିପକ୍ଷ ଦିନିକିଆ ମ୍ୟାଚରେ ସର୍ବାଧିକ ରନ ସଂଗ୍ରହରେ କୋହଲି ତୃତୀୟ…

ଗଜପତି ଜିଲ୍ଲା ଓ ସେସନ୍‌ସ କୋର୍ଟକୁ ଇ-ମେଲ୍ ଯୋଗେ ବୋମା ଧମକ, ବଢିଲା ସୁରକ୍ଷା ବ୍ୟବସ୍ଥା

ପାରଳାଖେମୁଣ୍ଡି: ଗତ କିଛି ମାସ ହେବ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା କୋର୍ଟ ଗୁଡିକୁ ବୋମାରେ ଉଡାଇ ଦେବାକୁ ଧମକ ମିଳୁଛି । ଏହି କ୍ରମରେ ଆଜି ମଧ୍ୟ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ଥିବା ଜିଲ୍ଲା ଓ ସେସନ୍ସ କୋର୍ଟକୁ ଇମେଲ୍‌ ଯୋଗେ ବୋମା ଧମକ ମିଳିଛି । ଘଟଣା ପରେ କୋର୍ଟ ପରିସରରେ…

ଦଳା ଚକଟାରେ ଭକ୍ତ ମୃତ୍ୟୁ ଘଟଣା; ସ୍ୱାସ୍ଥ୍ୟମନ୍ତ୍ରୀ ହସ୍ପିଟାଲ ଯାଇ ମୃତକଙ୍କ ପରିବାରବର୍ଗଙ୍କୁ ଭେଟିବାକୁ…

ପୁରୀ: ରଥଟଣା ସମୟରେ ପୁରୀ ମରିଚିକୋଟ ଛକରେ ଦଳା ଚକଟାରେ ଅଣନିଶ୍ୱାସୀ ହୋଇ ଦୁଇ ଜଣ ଭକ୍ତଙ୍କ ମୃତ୍ୟୁ ଘଟଣା । ଏହି ଅଘଟଣକୁ ଅତ୍ୟନ୍ତ ଗମ୍ଭୀରତାର ସହ ନେବା ସହ ଘଟଣା ସମ୍ପର୍କରେ ହସ୍ପଟାଲ ଯାଇ ପଚାରି ବୁଝିବାକୁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।…

ଆସନ୍ତାକାଲି ରାଜ୍ୟର ୭ଟି ଷ୍ଟେସନର ଶୁଭ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ରେଳ ଭିତ୍ତିଭୂମିର ଆଧୁନିକୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ । ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୭୫ଟି ପୁନନିର୍ମିତ ରେଳ ଷ୍ଟେସନର ଉଦ୍‌ଘାଟନ କରିବେ । ଏହି ମେଗା ପ୍ରକଳ୍ପରେ ଓଡ଼ିଶାର ୭ଟି ପ୍ରମୁଖ ଷ୍ଟେସନ ଯଥା,…

ପହଣ୍ଡି ବେଳେ ଟାହିଆ ଶୂନ୍ୟ ମହାପ୍ରଭୁ; ଓଡ଼ିଆ ଜାତିର ଭାବାବେଗକୁ ଆଘାତ, ଉଚ୍ଚ ସ୍ତରୀୟ ତଦନ୍ତ ଦାବି…

ପୁରୀ: ଆଜି ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡିର ଅଳ୍ପ କିଛି ସମୟରେ ତାଙ୍କ ମସ୍ତକରେ ଟାହିଆ ସମ୍ପୂର୍ଣ୍ଣ ଭାବେ ଖୋଲିଯାଇଥିଲା । ବିନା ଟାହିଆରେ ମହାପ୍ରଭୁ ପହଣ୍ଡି କରି ରଥାଋଢ ହୋଇଥିଲେ । ଯାହା ସମଗ୍ର ଓଡ଼ିଆ ଜାତିର ଭାବାବେଗକୁ ଗଭୀର ଆଘାତ ଦେଇଛି । ତେବେ ଟାହିଆ କେବଳ ଏକ ଅଳଙ୍କାର ନୁହଁ ଏହା…

ଆହୁରି ସୁଦୃଢ ହେଲା ଭାରତୀୟ ସେନା; DRDO ବିକଶିତ କଲା ଏହି ଖାସ୍ ନେଟଓ୍ବର୍କ

ନୂଆଦିଲ୍ଲୀ: ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ଭାରତର ସୁରକ୍ଷାକୁ ଆହୁରି ସୁଦୃଢ଼ ​​କରିବାରେ ଏକ ବଡ଼ ସଫଳତା ହାସଲ କରିଛି । DRDO, ବେଙ୍ଗାଲୁରୁ ସ୍ଥିତ ଟେକ୍ କମ୍ପାନୀ ତକ୍ରକବିତ୍ ଲ୍ୟାବ୍ସ ସହିତ ମିଳିତ ଭାବରେ, କ୍ୱାଣ୍ଟମ୍ କୀ ଡିଷ୍ଟ୍ରିବ୍ୟୁସନ୍ (QKD) ସିଷ୍ଟମର ସାମରିକ…