ଗ୍ରୀଷ୍ମ ମୁକାବିଲା ପାଇଁ ପ୍ରସ୍ତୁତି: ଜାରି ହେଲା ନିର୍ଦ୍ଦେଶନାମା
ଭୁବନେଶ୍ବର: ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସହରାଞ୍ଚଳ ମାନଙ୍କରେ ଯେପରି ପାନୀୟ ଜଳର ଯେପରି ଅଭାବ ଦେଖା ନଦିଏ, ଅଚଳାବସ୍ଥାରେ ଥିବା ନଳକୂପ ଗୁଡିକୁ ସଚଳ କରିବା ଓ ୨୪ ଘଣ୍ଟିଆ ନିୟନ୍ତ୍ରଣକକ୍ଷ କାର୍ଯ୍ୟକାରୀ କରିବା ସହ ଲୋକଙ୍କ ଅଭିଯୋଗ ତୁରନ୍ତ ସମାଧାନ କରିବାକୁ କଡା ନିର୍ଦ୍ଦେଶ…