ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରକୁ ଆକ୍ରମଣ
ଧର୍ମଶାଳା: ଯାଜପୁର ଜିଲ୍ଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ କିଛି ଦୁର୍ବୁତ୍ତ ମାନେ ଆକ୍ରମଣ କରିଛନ୍ତି । ଆରୁହା ଗ୍ରାମରେ ହିଙ୍ଗୁଳା ଯଜ୍ଞକୁ ଯିବା ବେଳେ ବିରୋଧ ପ୍ରଦର୍ଶନ ସହ ଏହି ଆକ୍ରମଣ ହୋଇଥିବା ସୂଚନା ମିଳିଛି । ଖବର ପାଇ ଜେନାପୁର ପୋଲିସ ଘଟଣା…