Latest Odisha News

BREAKING NEWS

କୋଇଲା ଖଣିରେ ଅଘଟଣ, ସ୍ଲାବ ଖସି ୩ ମୃତ

ବୈତୁଲ: ମଧ୍ୟପ୍ରଦେଶର ବୈତୁଲରେ ଥିବା କୋଇଲା ଖଣିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ୱେଷ୍ଟର୍ଣ୍ଣ କୋଲଫିଲ୍ଡସ୍ ଲିମିଟେଡର ଏକ ଖଣିରେ ସ୍ଲାବ୍ ଭୁଶୁଡ଼ି ପଡ଼ିବା ପରେ ଅନେକ ଶ୍ରମିକ ଫସି ଯାଇଥିଲେ। ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଶ୍ରମିକ ଆହତ ହୋଇଥିବା ସୂଚନା…

ସାମାନ୍ଯ ଖସିଲା ତାପମାତ୍ରା, କାଲିଠୁ ୨ରୁ ୩ ଡିଗ୍ରୀ ବଢିପାରେ 

ଭୁବନେଶ୍ୱର: ସାମାନ୍ଯ ଖସିଲା ତାପମାତ୍ରା। କାଲିଠୁ ୨ ରୁ ୩ ଡିଗ୍ରୀ ବଢିପାରେ ପାରଦ। ପଶ୍ଚିମା ଝଡ଼ ଉତ୍ତର ପଶ୍ଚିମ ଭାରତକୁ ପ୍ରବାହିତ କରିବାର ସମ୍ଭାବନା ଥିବାରୁ ଥଣ୍ଡା ବାୟୁର ପ୍ରଭାବ କମିବା ସହ ରାଜ୍ୟରେ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭାରତୀୟ…

ବଲିଉଡକୁ ବାଏ ବାଏ କଲେ ଅନୁରାଗ କଶ୍ୟପ

ମୁମ୍ବାଇ: ପ୍ରସିଦ୍ଧ ବଲିଉଡ ନିର୍ଦ୍ଦେଶକ ଅନୁରାଗ କଶ୍ୟପ ଫିଲ୍ମ ଇଣ୍ଡଷ୍ଟ୍ରିର ଟକ୍ସିକ ମାହୋଲରୁ ବିରକ୍ତ ହୋଇ ମୁମ୍ବାଇ ଛାଡିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ସେ କହିଥିଲେ ଯେ ସେ ଏବେ ବେଙ୍ଗାଲୁରୁକୁ ସ୍ଥାନାନ୍ତରିତ ହୋଇଛନ୍ତି। ଏଥିସହିତ ବଲିଉଡରୁ ଦୂରରେ ରହିବାକୁ ଚାହୁଁଛନ୍ତି। ଏବେ…

ଚଳନ୍ତା ଟ୍ରେନରୁ ଖସିପଡ଼ିଲେ ଯବାନ, କଟିଗଲା ବାମ ହାତ

ରାୟଗଡ଼ା: ଗୁରୁବାର ଚଳନ୍ତା ଟ୍ରେନ୍‌ରୁ ଖସି ପଡି ଜଣେ ବିଏସଏଫ୍‌ ଯବାନ ଗୁରୁତର ଆହତ ହୋଇଛନ୍ତି । ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେସନ ଠାରେ ଖସିପଡିଲେ ଯବାନ ଜଣକ । ତାଙ୍କୁ ପ୍ରଥମେ ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଅଶୋକଙ୍କର ପ୍ରାଥମିକ…

ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି

କଟକ: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ । ଜଷ୍ଟିସ ଟଣ୍ଡନଙ୍କୁ ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ୍ କରାଯାଇଛି । ସୂଚନା ଅନୁସାରେ, ୧୯ ଜାନୁଆରୀ ୨୦୨୫ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଚକ୍ରଧାରୀ…

ମାର୍ଚ୍ଚ ୮ ଓ ୯ରେ ହେବାକୁ ଥିବା ଓଡ଼ିଶା ପୋଲିସ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ

ଭୁବନେଶ୍ବର: ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ । ମାର୍ଚ୍ଚ ୮ ଏବଂ ୯ ତାରିଖରେ ହେବାକୁ ଥିବା ଓଡ଼ିଶା ପୋଲିସର ଗ୍ରୁପ୍‌ ବି ପରୀକ୍ଷା ସ୍ଥଗିତ କରାଯାଇଛି । ଓପିଆରବି ଦ୍ୱାରା ହେବାକୁ ଥିବା ପରୀକ୍ଷା ଅନ୍ୟାଦେଶ ଯାଏ ସ୍ଥଗିତ ରଖାଯାଇଛି । ମାର୍ଚ୍ଚ ୯ରେ…

ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କ ସହ ୫ ସଦସ୍ୟଙ୍କୁ ବହିଷ୍କାର କଲେ ସରକାର

ଭୁବନେଶ୍ବର: ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ରାଜ୍ୟ ସରକାର । ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କୁ କାର୍ଯ୍ୟରୁ ବିଦା କଲେ ସରକାର । ଗୁରୁବାର ମନ୍ଦାକିନୀ କରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର କରାଯାଇଛି । ଏଥିସହିତ ଆୟୋଗର ୫ ଜଣ ସଦସ୍ୟ ମଧ୍ୟ ବହିଷ୍କୃତ ହୋଇଛନ୍ତି । ତାଙ୍କ…

ସର୍ଚ୍ଚ ଅପରେସନ ବେଳେ ବଡ଼ ଧରଣର ମାଓ ଡ଼ମ୍ପ ଉଦ୍ଧାର

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୋଲିସକୁ ପୁଣି ମିଳିଛି ଆଉ ଏକ ବଡ଼ ସଫଳତା । ସର୍ଚ୍ଚ ଅପରେସନ ବେଳେ ବଡ଼ ଧରଣର ମାଓ ଡ଼ମ୍ପ ଉଦ୍ଧାର କରାଯାଇଛି । ଜବାଗାଟା ଜଙ୍ଗଲ ସୁରକ୍ଷାକର୍ମୀ ମାନେ ସର୍ଚ୍ଚ ଅପରେସନ କରୁଥିବା ବେଳେ ଘଟଣାସ୍ଥଳରୁ ବନ୍ଧୁକ ସହ ବିପୁଳ…

ପାରାଦୀପ ମାଛଧରା ବନ୍ଦରରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ବୋଟ୍

ପାରାଦୀପ: ପାରାଦୀପ ନେହରୁ ବଙ୍ଗଳା ମାଛଧରା ବନ୍ଦରରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ୧୦ରୁ ଅଧିକ ବୋଟ୍ । ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି । ହେଲେ ବୋଟ୍ ଗୁଡିକ ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି । ତେବେ ଅଗ୍ନିକାଣ୍ଡରେ କେହି ମୃତାହତ…

ବିବାହର ୭ ବର୍ଷ ପରେ ମାଆ ହେବେ ଏହି ଷ୍ଟାର ରେସଲର

ଦୁବାଇ: ବିବାହର ୭ ବର୍ଷ ପରେ ଭାରତର ଷ୍ଟାର ମହିଳା ରେସଲର ମାଆ ହେବାକୁ ଯାଉଛନ୍ତି । ତାଙ୍କ ପତି ସୋମବୀର ରାଠୀ ଏହି ଖବର ସୋସିଆଲ ମିଡିଆ ମାଧ୍ୟମରେ ପ୍ରଶଂସକଙ୍କୁ ଜଣାଇଛନ୍ତି । ମହାନ ରେସଲର ତଥା ଜୁଲାନାର କଂଗ୍ରେସ ବିଧାୟିକା ଭିନେଶ ଫୋଗଟ ୨୦୧୮ରେ ସାଥୀ ରେସଲର ସୋମବୀର ରାଠୀଙ୍କୁ ବିବାହ…