ସୁପ୍ରିମକୋର୍ଟଙ୍କ ଐତିହାସିକ ନିଷ୍ପତ୍ତି: ରାଷ୍ଟ୍ରପତିଙ୍କୁ ତିନି ମାସ ମଧ୍ୟରେ ବିଲ୍ ଉପରେ ନିଷ୍ପତ୍ତି ନେବାକୁ…
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି ଯେ ରାଜ୍ୟପାଳଙ୍କ ଦ୍ୱାରା ପଠାଯାଇଥିବା ବିଲ୍ଗୁଡ଼ିକ ଉପରେ ରାଷ୍ଟ୍ରପତିଙ୍କୁ ତିନି ମାସ ମଧ୍ୟରେ ନିଷ୍ପତ୍ତି ନେବାକୁ ହେବ। ତାମିଲନାଡୁ ରାଜ୍ୟପାଳଙ୍କ ଦ୍ୱାରା ବିଲ୍ଗୁଡ଼ିକୁ ଅନୁମୋଦନ ନ ଦେଇ ଅଟକାଇ ରଖିବା ଘଟଣାକୁ ଅବୈଧ…