ତ୍ରିସ୍ତରୀୟ ପଞ୍ଚାୟତ ଅନୁଷ୍ଠାନ ଗୁଡିକର ଉପନିର୍ବାଚନ ପାଇଁ ପ୍ରାଥମିକ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର: ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି । ସେଥିମଧ୍ୟରୁ ୫ଟି ଜିଲ୍ଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର…