ବିଶ୍ୱ ଛେନାପୋଡ଼ ଦିବସ: ଓଡ଼ିଶାର ଏହି ନିଆରା ସ୍ୱାଦକୁ ବିଶ୍ୱସ୍ତରରେ ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ଭୁବନେଶ୍ୱର: ଆଜି ବିଶ୍ୱ ଛେନାପୋଡ଼ ଦିବସ । ଏପ୍ରିଲ ୧୧ ତାରିଖ ନୟାଗଡ଼ ଛେନାପୋଡ଼ର ସ୍ରଷ୍ଟା କୁହାଯାଉଥିବା ସୁଦର୍ଶନ ସାହୁଙ୍କ ଜନ୍ମ ଦିନ। ତାଙ୍କ ଜନ୍ମଦିନକୁ ବିଶ୍ୱ ଛେନାପୋଡ଼ ଦିବସ ରୂପେ ପାଳନ କରାଯାଉଛ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା…