ଓଏଏସ୍ ସ୍ତରରେ ଅଦଳବଦଳ; ମୁଖ୍ୟମନ୍ତ୍ରୀଙ୍କ ଓଏସଡି ହେଲେ କୌଶିକ ପଟ୍ଟନାୟକ
ଭୁବନେଶ୍ୱର: ଓଡ଼ିଶା ସରକାର ସୋମବାର ଦିନ ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସ୍ୱତନ୍ତ୍ର ଡ୍ୟୁଟି ଅଧିକାରୀ (ଓଏସଡି) ଭାବରେ ନିଯୁକ୍ତି ମିଳିଛି।
ସେ ବର୍ତ୍ତମାନ କେନ୍ଦୁଝରର ବଂଶପାଳରେ ତହସିଲଦାର ଭାବରେ କାର୍ଯ୍ୟରତ ଅଛନ୍ତି।…