୬ ମାସ ଭିତରେ କାର୍ଯ୍ୟକାରୀ ହେବ ଓଡ଼ିଶା ସିଟି ଗ୍ୟାସ୍ ବିତରଣ ନୀତି
ଭୁବନେଶ୍ୱର: ଭୁବନେଶ୍ବର ସହରାଞ୍ଚଳରେ ଗ୍ୟାସ୍ ବିତରଣ ପ୍ରକଳ୍ପଗୁଡ଼ିକୁ ତ୍ବରାନ୍ବିତ କରିବାକୁ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥିପାଇଁ ସିଟି ଗ୍ୟାସ୍ ବିତରଣ ନୀତିକୁ କ୍ୟାବିନେଟ୍ ମଞ୍ଜୁରି ମିଳିଛି। ଏହି ନୀତି ଦ୍ବାରା ରାଜ୍ୟରେ ପାଇପ୍ଡ୍ ନାଚୁରାଲ୍ ଗ୍ୟାସ୍ (ପିଏନ୍ଜି) ଓ କମ୍ପ୍ରେସ୍ଡ…