ରୋହିତଙ୍କୁ ‘ମୋଟା’ କହି ଫସିଲେ କଂଗ୍ରେସ ନେତ୍ରୀ, କଟାକ୍ଷ କଲା ବିଜେପି
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ମୋଟା କହି ତାତ୍ସଲ୍ୟ କଲେ କଂଗ୍ରେସ ନେତ୍ରୀ ଶମା ମହମ୍ମଦ । ସୋସିଆଲ ମିଡିଆରେ ହେଲେ ଟ୍ରୋଲ୍ । ରୋହିତ ଶର୍ମାଙ୍କ ଉପରେ ତାଙ୍କର ମନ୍ତବ୍ୟ ପାଇଁ କ୍ରିକେଟ୍ ପ୍ରଶଂସକଙ୍କଠାରୁ ଆରମ୍ଭ କରି ରାଜନୈତିକ ଦଳ ପର୍ଯ୍ୟନ୍ତ ସମସ୍ତେ ଏବେ ତାଙ୍କୁ…