ଅନ୍ତର୍ଜାତୀୟ ନିଶା କାରବାରରେ ଓଡ଼ିଶା ଲିଙ୍କ୍, ୭ ରାଜ୍ୟର ୨୬ଟି ସ୍ଥାନରେ ଇଡିର ରେଡ୍
ଭୁବନେଶ୍ବର: ଅନ୍ତର୍ଜାତୀୟ ନିଶା କାରବାରରେ ଓଡ଼ିଶା ଲିଙ୍କ୍ । ଓଡ଼ିଶା ସମେତ ୭ ରାଜ୍ୟର ୨୬ଟି ସ୍ଥାନରେ ଚଢ଼ଉ କରିଛି ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡ଼ି) । ଗୋଆରୁ ଓଡ଼ିଶାକୁ ଲମ୍ବିଥିବା ନିଶା କାରବାର ଚେର ଖୋଜିବା ସହ ମନି ଲଣ୍ଡରିଂ ମାମଲାର ତଦନ୍ତରୁ ବଡ଼ଧରଣ ରାକେଟ୍ ସାମ୍ନାକୁ ଆସିଛି ।…