ସେଲ୍ଫି ନେବାବେଳେ ଗୋଡ଼ ଖସି ଯୁବକ ନିଖୋଜ
କଳାହାଣ୍ଡି: ସେଲଫି ନେବା ହେଲା କାଳ । ସେଲ୍ଫି ନେବାବେଳେ ଗୋଡ ଖସିଯିବାରୁ ଜଳପ୍ରପାତରେ ପଡି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି । ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା ପର୍ଯ୍ୟଟନସ୍ଥଳୀ ଗୁଡ଼ହାଣ୍ଡି ଡୋକାରିଚଞ୍ଚରା ଜଳପ୍ରପାତରେ । ଯୁବକ ଜଣକ ହେଲେ ନବରଙ୍ଗପୁର ଜିଲ୍ଲା କୋଡ଼ିଙ୍ଗା ଥାନା…