ସୁପରସଣ୍ଡେରେ ଭାରତ-ଇଂଲଣ୍ଡ ମୁକାବିଲା: କଟକରେ ଟସ୍ ଜିତିଲା ଟିମ୍ ଇଂଲଣ୍ଡ, ବ୍ୟାଟିଂ ନିଷ୍ପତ୍ତି
କଟକ: ଆଜି ଭାରତ ଓ ଇଂଲଣ୍ଡ ମଧ୍ୟରେ ଦ୍ବିତୀୟ ଦିନିକିଆ ମ୍ୟାଚ ଖେଳାଯାଉଛି । ଟସ୍ ଜିତି ପ୍ରଥମେ ବ୍ୟାଟିଂର ନିଷ୍ପତ୍ତି ନେଇଛି ଅତିଥି ଦଳ ଇଂଲଣ୍ଡ । ରୋହିତ ଶର୍ମାଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇଛି ମେନ ଇନ ବ୍ଲୁ । ଡାହଣ ଆଂଠୁରେ ଯନ୍ତ୍ରଣା ଅନୁଭବ କରୁଥିବାରୁ କୋହଲି ପ୍ରଥମ ଦିନିକିଆରୁ…