ଖସିଲା ପାରଦ, ୧୦ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା: ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ରାଜ୍ୟରେ ଖସିଲା ପାରଦ। ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ହାଲୁକା ବର୍ଷ ସମ୍ଭାବନା ଅଛି। ଶନିବାର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ଘଡ଼ଘଡ଼ି ହୋଇପାରେ। ୩୦ରୁ ୪୦କିମି ବେଗରେ ପବନ ବି ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଓଡ଼ିଶାରେ କାଳବୈଶାଖୀ…