Strait of Hormuz: ବଢିଲା ଇରାନ ସହ ଟଣାଓଟରା, ମ୍ୟାପ୍ ଜାରି କରି ହର୍ମୁଜ୍କୁ ‘ଆମେରିକାର ନୂଆ ଅଞ୍ଚଳ’ କହିଲେ…
ନୂଆଦିଲ୍ଲୀ: ଇରାନ ଓ ଆମେରିକା ମଧ୍ୟରେ ଉତ୍ତେଜନା ଜାରି ରହିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ୍ ପ୍ରଣାଳୀକୁ ନେଇ ବଡ଼ ଦାବି କରିଛନ୍ତି। ଟ୍ରମ୍ପ ତାଙ୍କ ଟ୍ରୁଥ୍ ସୋସିଆଲ୍ ଆକାଉଣ୍ଟରେ ହର୍ମୁଜ୍ ପ୍ରଣାଳୀର ଏକ ଚିତ୍ର ସେୟାର କରି ଏହାକୁ ‘New U.S. Territory’…