ଭାରତୀୟ ରେଳବାଇର ୪ଟି ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରି
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ରେଳ ମନ୍ତ୍ରଣାଳୟର ୪ଟି ପ୍ରକଳ୍ପକୁ ମଞ୍ଜୁରି ପ୍ରଦାନ କରିଛନ୍ତି । ଯାହାର ମୋଟ ମୂଲ୍ୟ ପ୍ରାୟ ୧୮,୬୫୮ କୋଟି ଟଙ୍କା । ମହାରାଷ୍ଟ୍ର, ଓଡ଼ିଶା ଏବଂ ଛତିଶଗଡ଼ ଭଳି ୩ଟି…