ପୁଣି ବଢିଲା ସୁନା ଦର: ଜାଣନ୍ତୁ କେତେ ରହିଛି ଦାମ୍
ଭୁବନେଶ୍ୱର: ନୂଆ ରେକର୍ଡ ପରେ ରେକର୍ଡ ସୃଷ୍ଟି କରିଚାଲିଛି ସୁନା ଦର । ଗତ କିଛି ଦିନ ମଧ୍ୟରେ ସୁନା ଦର ଆକାଶ ଛୁଆଁ ହୋଇଛି । ଗୁରୁବାର ଅର୍ଥାତ୍ ଏପ୍ରିଲ ୩ରେ ୨୪ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ୍ ପ୍ରତି ୯୩,୩୮୦ରେ ପହଞ୍ଚିଛି । ଗତକାଲି ଏହା ୯୨,୮୪୦ ଟଙ୍କା ଥିବା ବେଳେ ପୁଣି ୫୪୦…