୨ ଦିନିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ଜେପି ନଡ୍ଡା
ଭୁବନେଶ୍ୱର: ଗୁରୁବାର ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତପ୍ରକାଶ ନଡ୍ଡା। ସଂଧ୍ୟା ୭ଟା ୫୫ରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ବିମାନବନ୍ଦରରୁ ସିଧା ପୁରୀ ଯାଇ ସେଠାରେ ରାତ୍ରୀ ଯାପନ କରିବେ।
ନଡ୍ଡାଙ୍କ ଗସ୍ତକୁ ନେଇ…