ରାସ୍ତାକଡରୁ ନବଜାତ ଶିଶୁକନ୍ୟା ଉଦ୍ଧାର
ବାଲେଶ୍ବର: ପୁଣି ଅଲୋଡା ହେଲା ଶିଶୁକନ୍ୟା । ବାଲେଶ୍ବର ଜିଲ୍ଲା ରୂପସା ଥାନା ଅନ୍ତର୍ଗତ ମିରିଗିମୁଣ୍ଡି ଛକ ନିକଟ ୬୦ ନମ୍ବର ଜାତୀୟ ରାଜପଥ ଧାରିପୋଲ ନିକଟରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି ।
ରାଜପଥ ନିକଟରେ ପଡିଥିବା ଏକ ବ୍ୟାଗ ଭିତରୁ ନବଜାତ ଶିଶୁ କନ୍ୟାଟିର କାନ୍ଦ ଶୁଭିଥିଲା…