୩୩ ତମ ଏକଲବ୍ୟ ପୁରସ୍କାର-୨୦୨୫ ନିମନ୍ତେ ଦରଖାସ୍ତ ଆହ୍ବାନ
ଭୁବନେଶ୍ୱର: ଇମ୍ଫା ଗ୍ରୁପ୍ ଦ୍ଵାରା ପରିଚାଳିତ ‘ଇଣ୍ଡିଆନ୍ ମେଟାଲ୍ସ ପବ୍ଲିକ୍ ଚାରିଟେବଲ୍ ଟ୍ରଷ୍ଟ୍' (ଇମ୍ପାକ୍ଟ) ତରଫରୁ ସମ୍ମାନଜନକ ୩୩ ତମ ଏକଲବ୍ୟ ପୁରସ୍କାର ୨୦୨୫' ନିମନ୍ତେ ନମାଙ୍କନ ପତ୍ର ଆହ୍ଵାନ କରାଯାଇଛି।
'ଏକଲବ୍ୟ ପୁରସ୍କାର' ହେଉଛି ଓଡ଼ିଶାର ଶ୍ରେଷ୍ଠ ଯୁବ କ୍ରୀଡ଼ାବିତ୍ଙ୍କ…