୨୮ରେ ପୋଲାଭରମ ଆନ୍ଦୋଳନ କରିବ ବିଜେଡି
ଭୁବନେଶ୍ବର: ଆନ୍ଧ୍ରପ୍ରଦେଶରେ ନିର୍ମାଣାଧୀନ ପୋଲାଭରମ ପ୍ରକଳ୍ପ ଲାଗି ମାଲକାନଗିରି ଜିଲ୍ଲାର ଏକାଧିକ ଗାଁ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି । ଏହାକୁ ବିରୋଧ କରି ବଡ଼ ଆନ୍ଦୋଳନ କରିବାକୁ ଯାଉଛି ବିଜେଡି । ଆସନ୍ତା ୨୮ ତାରିଖରେ ଏନେଇ ବିଜେଡି ରାଜରାସ୍ତାକୁ ଓହ୍ଲାଇବ ଏବଂ ଆନ୍ଦୋଳନ…