ପୁରୀ ସୁରଜମଲ ସାହା ମହାବିଦ୍ୟାଳୟର ଉନ୍ନତି ପାଇଁ ୧ କୋଟି ଘୋଷଣା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ଠାରେ ସୁରଜମଲ ସାହା ମହାବିଦ୍ୟାଳୟର ୪୫ ତମ ବାର୍ଷିକ ଉତ୍ସବ ଅବସରରେ ଗସ୍ତ କରିଥିଲେ।
ମହାବିଦ୍ୟାଳୟର ଭିତ୍ତିଭୂମି ଉନ୍ନତି ପାଇଁ ୧ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜିର ଶିକ୍ଷା…