ଚାମ୍ପିଅନ୍ସ ଟ୍ରଫିରେ ଭାରତକୁ ହରାଇଲେ ପାକ୍ ଖେଳାଳିଙ୍କୁ ମିଳିବ ୧ କୋଟି
ଦୁବାଇ: ଦୁବାଇର ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଟିମ୍ ଇଣ୍ଡିଆ ଏବଂ ଆୟୋଜକ ପାକିସ୍ତାନ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ ମ୍ୟାଚ୍ ଚାଲିଛି। ଏହାରି ମଧ୍ଯରେ ସିନ୍ଧ ପ୍ରଦେଶର ରାଜ୍ୟପାଳ ମହମ୍ମଦ କାମରାନ ଖାନ ଟେସୋରି ପାକିସ୍ତାନୀ କ୍ରିକେଟରଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି।
ସେ…