ଧନୁଯାତ୍ରା ପାଇଁ ଘୋଷଣା ହେଲା କଂସ ନାମ, ଜାଣନ୍ତୁ କିଏ କେଉଁ ଭୂମିକାରେ କରିବେ ଅଭିନୟ
ବରଗଡ଼: ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଏଥର ମହୋତ୍ସବରେ ଅଭିନୟ ପାଇଁ କଂସ ସମେତ ଅନ୍ୟ ପ୍ରମୁଖ ଚରିତ୍ର ପାଇଁ କଳାକାର ଚୟନ କରାଯାଇଛି।…