ପଥରଗାଡ଼ିଆ ଗାଁରେ ୨ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷ, ୪ ପ୍ଲାଟୁନ୍ ଫୋର୍ସ ମୁତୟନ
ଭୁବନେଶ୍ୱର: ରାଜଧାନୀରେ ପୁଣି ଦେଖିବାକୁ ମିଳିଛି ଗୋଷ୍ଠୀ ସଂଘର୍ଷ। ଇନ୍ଫୋସିଟି ଥାନା ଅଧୀନ ପଥରଗାଡ଼ିଆ ଗାଁ ପୁଣି ଅଶାନ୍ତ ହୋଇପଡ଼ିଛି। ୨ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଛି। ସଂଘର୍ଷରେ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ହୋଇଥିବା ପପୁନା…