କୈଳାସ ମାନସରୋବର ଯାତ୍ରା ଆରମ୍ଭ କରିବେ ଭାରତ ଓ ଚୀନ
ନୂଆଦିଲ୍ଲୀ: କୈଳାସ ମାନସରୋବର ଯାତ୍ରା ଆରମ୍ଭ କରିବେ ଭାରତ ଓ ଚୀନ।
ଭାରତୀୟ ବୈଦେଶିକ ମନ୍ତ୍ରାଳୟର ସୂଚନା ଅନୁସାରେ ୨୦୨୦ ମସିହାରୁ ବନ୍ଦ ଥିବା କୈଳାସ ମାନସରୋବର ଯାତ୍ରାକୁ ଭାରତ ଏବଂ ଚୀନ୍ ପୁନଃ ଆରମ୍ଭ କରିବାକୁ ରାଜି ହୋଇଛନ୍ତି। ଭାରତ ଏବଂ ଚୀନ୍ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ…