Latest Odisha News

BREAKING NEWS

ଏହି ଗ୍ରାମରେ କ୍ଷୀର ବିକିବା ପାପ

ରାଜସ୍ଥାନରେ ଏ ଭଳି ଏକ ଗ୍ରାମ ଅଛି ଯେଉଁଠାରେ କ୍ଷୀର ବିକ୍ରି କରିବା ମନା । ଏହାକୁ ଏଠାରେ ପାପ ମନେ କରାଯାଏ । କ୍ଷୀର ବିକ୍ରି କରିବା ପୁଅ ବିକିବା ସହ ସମାନ ଭାବେ ବିବେଚନା କରାଯାଏ । ସୋନେଲା ପଂଚାୟତର ମାଲୀପୁରା କୁସମା ଗ୍ରାମବାସିନ୍ଦାଙ୍କ କହିବା ଅନୁସାରେ ଭଗବାନ ଶ୍ରୀରାମଙ୍କ ପୁତ୍ର…

ଗାଳ୍ପିକ ପବିତ୍ର ପାଣିଗ୍ରାହୀଙ୍କୁ ‘ଜଗଦୀଶ କଥା ସମ୍ମାନ’

ଭୁବନେଶ୍ୱର: ‘ଜଗଦୀଶ ମହାନ୍ତି ଟ୍ରଷ୍ଟ୍‍’ ତରଫରୁ ‘ଜଗଦୀଶ ଜୟନ୍ତୀ’ ସ୍ଥାନୀୟ ବୁଦ୍ଧ ମନ୍ଦିରଠାରେ ପାଳିତ ହୋଇଯାଇଛି। ଓଡ଼ିଆ କଥାସାହିତ୍ୟର ଜଣେ ଅପ୍ରତିଦ୍ୱନ୍ଦ୍ୱୀ କଥାକାର ଭାବେ ପରିଚିତ ଜଗଦୀଶ ମହାନ୍ତିଙ୍କ ସ୍ମୃତିରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବନାରସ ହିନ୍ଦୁ…

କିଟରେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା; ହସ୍ତକ୍ଷେପ କଲେ ନେପାଳ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: କିଟ୍‌ କ୍ୟାମ୍ପସ୍ ହଷ୍ଟେଲରେ ଜଣେ ନେପାଳ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି । ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଛାତ୍ରକୁ ଗିରଫ କଲା ପୋଲିସ । ଛାତ୍ର ଜଣକ ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌର ବୋଲି ଜଣାପଡିଛି । ସେ ଖସି ପଳାଇବାକୁ ଉଦ୍ୟମ କରିବା…

ଓଡିଶା ବଜେଟ୍; ଶିକ୍ଷା ପାଇଁ ୩୧୧୮୫.୪୭ କୋଟି ବ୍ୟୟବରାଦ

ଭୁବନେଶ୍ୱର: ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍। ଏଥର ବଜେଟ୍ ଆକାର ୨ ଲକ୍ଷ ୯୦ ହଜାର କୋଟି ଟଙ୍କା ରହିଥିବା ବେଳେ ଶିକ୍ଷାକ୍ଷେତ୍ରରେ ୩୧୧୮୫.୪୭ କୋଟି ଟଙ୍କା ବ୍ୟୟ ବରାଦ…

ଶ୍ରୀଜଗନ୍ନାଥ ଯୋଜନା: ଗରିବ ଭକ୍ତମାନେ ମାଗଣାରେ କରିବେ କାଳିଆ ଦର୍ଶନ

ଭୁବନେଶ୍ବର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ଓଡ଼ିଶା ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୨.୯୦ ଲକ୍ଷ କୋଟି ଟଙ୍କାର ଏକ ପୂର୍ଣ୍ଣାଙ୍ଗ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି। ଏଥିର ନୂଆ କରି ବଜେଟରେ ଶ୍ରୀଜଗନ୍ନାଥ ଯୋଜନା ଯୋଡି ହୋଇଛି। ଏନେଇ ବଜେଟରେ ୩୦ କୋଟି ଟଙ୍କା…

ଦୁବାଇରେ ବି ମନପସନ୍ଦ ଖାଦ୍ୟ ଯୋଗାଡ କରୁଛନ୍ତି ଭାରତର ଏହି ଷ୍ଟାର ଖେଳାଳି

ଦୁବାଇ: ଭାରତୀୟ କ୍ରିକେଟ କଂଟ୍ରୋଲବୋର୍ଡ ଅଷ୍ଟ୍ରେଲିଆ ଗସ୍ତ ପରେ ଖେଳାଳିମାନଙ୍କ ପାଇଁ କେତେକ ନିୟମାବଳୀ ଜାରୀ କରିଛି । ଚାମ୍ପିୟନ୍ସ ଟ୍ରଫି ଖେଳିବା ପାଇଁ ଦୁବାଇ ଗସ୍ତରେ ଯାଇଥିବା ଭାରତୀୟ ଖେଳାଳିଙ୍କ ଉପରେ ଏହି ନୂତନ ନିୟମାବଳୀ ଲାଗୁ କରାଯାଇଛି । ଏଥିରେ ବ୍ୟକ୍ତିଗତ ରାନ୍ଧୁଣିଆଙ୍କ ସମେତ…

ଆଜି ଭାରତରେ ଲଞ୍ଚ ହେଲା Vivo V50; ରହିଛି ଦମଦାର୍ ଫିଚର

ନୂଆଦିଲ୍ଲୀ: ଆଜି ଭିଭୋ ଭାରତରେ ନିଜର ନୂତନ ସ୍ମାର୍ଟଫୋନ୍ ଲଞ୍ଚ କରିଛି, ଯାହାର ନାମ ଭିଭୋ V50 । କମ୍ପାନୀ ଏଥିରେ ZEISS Co-Engineered କ୍ୟାମେରା ଦେଇଛି । ଏହି ଫୋନକୁ ଅଧ ଘଣ୍ଟା ପାଣିରେ ରଖିଲେ ବି ଏହା ଖରାପ ହେବ ନାହିଁ । ଏହାର ଅର୍ଥ ବର୍ଷାରେ ମଧ୍ୟ ଆପଣ ଆରମରେ ଏହାକୁ ବ୍ୟବହାର…

୨୦୨୫-୨୬ ବଜେଟ୍‌: ଜାଣନ୍ତୁ କେଉଁ ଯୋଜନା ପାଇଁ କେତେ

ଭୁବନେଶ୍ଵର: ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟରେ ଏଥର ମୁଖ୍ୟମନ୍ତ୍ରୀ ଅନେକ ନୂଆ ଯୋଜନା ଆଣିଛନ୍ତି । ବଜେଟରେ ଆଗାମୀ ଆର୍ଥିକବର୍ଷ ଲାଗି ବିଭିନ୍ନ କ୍ଷେତ୍ର ପାଇଁ ବ୍ୟୟବରାଦ କରାଯାଇଛି । ହସ୍ତତନ୍ତ ଓ ବୟନ ପାଇଁ ୧୨୨ କୋଟି…

ଚାମ୍ପିୟନ୍ସ ଟ୍ରଫିରେ ସର୍ବାଧିକ ରନ ସଂଗ୍ରହ କରିପାରନ୍ତି କୋହଲି

ଦୁବାଇ: ଭାରତୀୟ କ୍ରିକେଟ ଟିମର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଚାମ୍ପିୟନ୍ସ ଟ୍ରଫିରେ ସର୍ବାଧିକ ରନ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ହେବାର ସୁଯୋଗ ରହିଛି । ଫେବୃୟାରୀ ୧୯ରୁ ଏହି ଟୁର୍ଣ୍ଣାମେଂଟ ଆରମ୍ଭ ହେବ । ଭାରତ ଫେବୃୟାରୀ ୨୦ରେ ବାଂଲାଦେଶ ବିପକ୍ଷରେ ତାର ଅଭିଯାନ ଆରମ୍ଭ କରିବ ।…

ରାଜ୍ୟ ବଜେଟ୍‌ ୨୦୨୫-୨୬: କ୍ରୀଡା ଭିତ୍ତିଭୂମିର ବିକାଶ ପାଇଁ ୯୪୩ କୋଟି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ଓଡ଼ିଶା ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୨.୯୦ ଲକ୍ଷ କୋଟି ଟଙ୍କାର ଏକ ପୂର୍ଣ୍ଣାଙ୍ଗ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି। ଏଥିରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ୯୪୩ କୋଟି ଟଙ୍କା ଧାର୍ଯ୍ୟ କରାଯାଇଛି। ଉତ୍କୃଷ୍ଟ…