ରାଜ୍ୟ ବଜେଟ୍ ୨୦୨୫-୨୬: କ୍ରୀଡା ଭିତ୍ତିଭୂମିର ବିକାଶ ପାଇଁ ୯୪୩ କୋଟି
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ଓଡ଼ିଶା ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୨.୯୦ ଲକ୍ଷ କୋଟି ଟଙ୍କାର ଏକ ପୂର୍ଣ୍ଣାଙ୍ଗ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି।
ଏଥିରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ୯୪୩ କୋଟି ଟଙ୍କା ଧାର୍ଯ୍ୟ କରାଯାଇଛି। ଉତ୍କୃଷ୍ଟ…