ଏହି ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ
ଭୁବନେଶ୍ୱର: ଆଗାମୀ ଫେବୃଆରୀ ୧୭ ଏବଂ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ ଅଧିବେଶନ) ବଳବତ୍ତର ଥିବା ହେତୁ ଏହି ସୋମବାର ଗୁଡ଼ିକରେ ଭୁବନେଶ୍ଵର,ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ…