ବ୍ୟକ୍ତିଗତ ସଚିବଙ୍କୁ ହଟାଇବା ଲାଗି ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ୍ ଓରାମ ତାଙ୍କ ବ୍ୟକ୍ତିଗତ ସଚିବ ତଥା ଓଡ଼ିଶା କ୍ୟାଡରର ଆଇଏଏସ୍ ଅଧିକାରୀ ପରାଗ ହର୍ଷଦ ଗଭାଲିଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।
ପରାଗ ହର୍ଷଦ ଗଭାଲି କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଜୁଏଲ ଓରାମଙ୍କ…