୭ ବର୍ଷର ନାବାଳିକାକୁ ଦୁଷ୍କର୍ମ ଘଟଣା: ଅପରାଧୀକୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ
ଅହମଦାବାଦ: ରାଜକୋଟ୍ ନାବାଳିକା ଦୁଷ୍କର୍ମ ମାମଲାରେ ଅପରାଧୀକୁ ମୃତ୍ୟୁ ଦଣ୍ଡାଦେଶ ସୁଣାଇଲେ କୋର୍ଟ । ଅଭିଯୁକ୍ତ ମଧ୍ୟପ୍ରଦେଶ ଅଲିରାଜପୁରର ରାମସିଂ ଦୁଦ୍ଭା(୩୨)କୁ ସ୍ବତନ୍ତ୍ର ପୋକ୍ସୋ ବିଚାରପତି ଭି.ଏ. ରାଣା ଶିଶୁ ଯୌନ ନିର୍ଯାତନା ପ୍ରତିକାର ଆଇନ ଏବଂ ଭାରତୀୟ ନ୍ୟାୟ ସଂହିତା ଆଇନର…