ଇଭିଏମ ଡାଟା ନଷ୍ଟ ନକରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ: ଇଭିଏମ ଡାଟା ନଷ୍ଟ ନକରିବାକୁ ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।
ଏକ ଆବେଦନର ଶୁଣାଣି କରି ମଙ୍ଗଳବାର ଦିନ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ ନିର୍ବାଚନ ପରେ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ (ଇଭିଏମ୍)ର ତଥ୍ୟ ଡିଲିଟ୍ କରାଯାଇ ପାରିବ…