ପ୍ରକାଶ ପାଇଲା ଜେଇଇମେନ୍ ରେଜଲ୍ଟ
ନୂଆଦିଲ୍ଲୀ: ପ୍ରକାଶ ପାଇଲା ଜେଇଇ ମେନ୍ ୨୦୨୫ ସେସନ୍ ୧ର ଫଳାଫଳ । ମଙ୍ଗଳବାର ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଏହି ଫଳାଫଳ ଘୋଷଣା ହୋଇଛି ।
ଚଳିତ ବର୍ଷ ୧୪ ଜଣ ଛାତ୍ରଛାତ୍ରୀ ଜେଇଇ ମେନ୍ ସେସନ୍ ୧ରେ ପୂର୍ଣ୍ଣ ୧୦୦ ଏନଟିଏ ସ୍କୋର ହାସଲ କରିଛନ୍ତି । ୧୪ ଜଣଙ୍କ ମଧ୍ୟରେ ୧୩…