କିମ୍ସରେ ବର୍ଷକର ଶିଶୁର ବିରଳ ଅସ୍ତ୍ରୋପଚାର
ଭୁବନେଶ୍ୱର: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ (କିମସ)ରେ ଜଣେ ୧ ବର୍ଷ ବୟସର ଶିଶୁଠାରେ ଜଟିଳ ଓ ବିରଳ ଅସ୍ତ୍ରୋପଚାର ସଫଳ ହୋଇଛି। ଶିଶୁଟିର ମୁଣ୍ଡର ଆକାର ଅସ୍ୱାଭାବିକ ରହିଥିବା ବେଳେ ଆଖି ଫୁଲିବା ସହ ବୃଦ୍ଧିରେ ବିଳମ୍ବ ହେଉଥିଲା।
ପରିବାର ଲୋକେ ପିଲାଟିକୁ କିମ୍ସ…