କୃମି ଔଷଧ ଖାଇ ୬ ଛାତ୍ରଛାତ୍ରୀ ଅସୁସ୍ଥ, ଚିକିତ୍ସା ଜାରି
ବାଲେଶ୍ବର: କୃମି ଔଷଧ ଖାଇ ଅସୁସ୍ଥ ହୋଇପଡିଛନ୍ତି ସ୍କୁଲର ୬ ଜଣ ଛାତ୍ରଛାତ୍ରୀ । କେଦାରପୁର ପଞ୍ଚାୟତ ଥାନେଶ୍ବର ସ୍ଥିତ ସ୍କୁଲରେ ଏଭଳି ଘଟଣା ସାମ୍ନାକୁ ଆସିଛି । ଅସୁସ୍ଥ ହେବା ପରେ ସେମାନଙ୍କୁ ସୋର ମେଡିକାଲରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ, ସୋମବାର କେଦାରପୁର ପଞ୍ଚାୟତ…