ଆନ୍ତଃରାଜ୍ୟ ସାଇବର ଠକ ଗିରଫ, ନଗଦ ୨ ଲକ୍ଷ ଟଙ୍କା ଜବତ
କୋରାପୁଟ: ସୋମବାର କୋରାପୁଟ ସାଇବର ପୋଲିସ ଜଣେ ଆନ୍ତଃରାଜ୍ୟ ସାଇବର ଠକକୁ ଗିରଫ କରିଛି । ଏହା ସହ ତା ନିକଟରୁ ନଗଦ ୨ ଲକ୍ଷ ଟଙ୍କା, ୧୦ ଟି ଚେକ୍ ବୁକ୍ ଓ ଗୋଟିଏ ମୋବାଇଲ ଜବତ କରିଥିବା ସୂଚନା ରହିଛି ।
ଗଣମାଧ୍ୟମକୁ ଖବର ଦେଇ ଅତିରିକ୍ତ ଏସପି ମନବ୍ରତା ଶତପଥୀ ସୂଚନା କହିଛନ୍ତି ଯେ,…