ରାଜ୍ୟରେ ଖସିବ ପାରଦ: ୨ ଦିନ କୁହୁ଼ଡି ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ଦୁଇ ଦିନ ତାପମାତ୍ରା ସାମାନ୍ୟ ହ୍ରାସ ପାଇବ। ଏହାସହ କଲବଲ କରିବ ଘନ କୁହୁଡ଼ି। ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଦକ୍ଷିଣ ଓଡିଶାର କିଛି ସ୍ଥାନରେ ମଧ୍ୟମ ଧରଣର କୁହୁଡି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…